Search
Close this search box.

The 21th District Project Committee meeting organised

0
SHARES
9
VIEWS

ରାୟଗଡା, ତା-୮/୧୨/୨୩
ଆଜି ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ରାୟଗଡ ଜିଲ୍ଲା ଯୋଜନା କମିଟି ବୈଠକ ଏକ ବିଂଶତମ ଜିଲ୍ଲା ଯୋଜନା କମିଟିର ଅଧ୍ୟକ୍ଷ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଅତୁନୁ ସବ୍ୟସାଚୀ ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ବୈଠକରେ ବିଂଶତମ ଜିଲ୍ଲା ଯୋଜନା ବୈଠକ କାର୍ଯ୍ୟଧାରା ବିବରଣୀକୁ ଦୃଧିକରଣ କରାଯାଇଥିଲା l ପ୍ରାରମ୍ଭରେ ଜିଲ୍ଲାପାଳ ସ୍ଵଧାଦେବ ସିଂ ସମସ୍ତଙ୍କୁ ସ୍ଵାଗତ ଜଣାଇ ବୈଠକରେ ଆଲୋଚନା ହେବାକୁ ଥିବା ବିଷୟ ବସ୍ତୁ ସମ୍ପର୍କରେ ସୂଚନା ଦେଇଥିଲେ ଏବଂ ମାନ୍ୟବର ମନ୍ତ୍ରୀ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ, ଅନ୍ୟତମ ମନ୍ତ୍ର ଶ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲୀ, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲ୍ଲାପରିଷଦ ଅଧ୍ୟକ୍ଷା ସରସ୍ବତୀ ମlଝିଙ୍କ, ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କହଁର ଉପସ୍ଥିତରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ lଆର୍ଥିକ ବର୍ଷ ୨୦୨୩-୨୪ ପାଇଁ ଜିଲ୍ଲାର ବାର୍ଷିକ ଯୋଜନା ଚିଠା ବିଭିନ୍ନ ଉନ୍ନୟନ ବିଭାଗର ଯୋଜନା ମୂଳକ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ୧୪୬୩୩୦.୮୬ଟଙ୍କାର ଚିଠା କମିଟି ଦ୍ୱାରା ଅନୁମୋଦନ କରାଗଲା l ଜିଲ୍ଲା ଯୋଜନା କମିଟି ବୈଠକରେ ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ଯାହା ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ ଆର୍ଥିକ ୨୦୨୩-୨୪ ବର୍ଷ ପାଇଁ ଵିଷମ କଟକ ବିଧାନସଭା ନିର୍ବାଚନ ମଣ୍ଡଳୀ ୩୨ଲକ୍ଷ ଓ ଗୁଣୁପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୨ଲକ୍ଷ ଟଙ୍କାର ଅନୁମୋଦନ କରାଗଲା l ରାୟଗଡ଼ାରୁ ଆଶୁତୋଷ କୁମାର ପଟ୍ଟନାୟକ।

    Related News

    Follow Us