Search
Close this search box.

ବର୍ଷୀୟାନ ନେତା ଦାମ ରାଉତ ଅସୁସ୍ଥ

0
SHARES
18
VIEWS

ଅସୁସ୍ଥ ଅଛନ୍ତି ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ଦାମୋଦର ରାଉତ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ରହି ସେ ଚିକିତ୍ସିତ ହେଉଥିବା ସୂଚନା ରହିଛି । ଆଜି ଦାମୋଦର ରାଉତଙ୍କ ଜନ୍ମଦିନ । ତେଣୁ ଅସୁସ୍ଥ ଥିବା ହେତୁ ତାଙ୍କ ଶୁଭେଚ୍ଛୁମାନେ ହସ୍ପିଟାଲରେ ଭେଟି ଶୁଭକାମନା ଜଣାଇଛନ୍ତି, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ

    Related News

    Follow Us