ସାଂସଦ ଅନୁଭବ ମହାନ୍ତି-ବର୍ଷା ପ୍ରିୟଦର୍ଶିନୀ ବିବାହ ବିଚ୍ଛେଦ ମାମଲା, ବିବାହ ବିଚ୍ଛେଦ ପାଇଁ ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପରିବାର ଅଦାଲତ ରାୟକୁ ମଧ୍ୟ ହାଇକୋର୍ଟଙ୍କ ଖାରଜ, ସୂଚନାଯୋଗ୍ୟ ପୂର୍ବରୁ ବିଚ୍ଛେଦ ଆବେଦନକୁ ଅଗ୍ରାହ୍ୟ କରିଥିଲେ ପରିବାର ଅଦାଲତ ଭୁବେନଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ