Search
Close this search box.

ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବା

0
SHARES
21
VIEWS

ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାର ପାଗ ମୁଖ୍ୟତଃ ଶୁଖିଲା ରହିବା ଭାତିର ତାପମାତ୍ରାରେ ସେଭଳି କୌଣସି ପରିବର୍ତ୍ତନ ହେବ ନାହିଁ । ତେବେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ି ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ଆଜିଠାରୁ ଦୁଇଦିନ ଯାଏଁ ଉପକୂଳ ଉତ୍ତର ଉପକୂଳ ଓଡ଼ିଶା ସମେତ କଳାହାଣ୍ଡି, ଢେଙ୍କାନାଳ, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା, ଅନୁଗୁଳ, ନବରଙ୍ଗପୁର ଜିଲ୍ଲାର ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି ସହ ଶୀତ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ପାଣିପାଗ କେନ୍ଦ୍ର ସୂଚନାଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିଥିଲା। କେତେକ ସ୍ଥାନରେ ରାତିର ତାପମାତ୍ରା ସ୍ବାଭାବିକଠାରୁ ଦୁଇ ଡିଗ୍ରି ଅଧିକ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ଜି ଉଦୟଗିଭିରେ ୭.୫, ଦାରିଙ୍ଗବାଡ଼ିରେ ୯.୫, ଫୁଲବାଣୀରେ ୧୦, କିରେଇରେ ୧୧.୪, ସିମିଳିଗୁଡ଼ାରେ ୧୧.୫ ଡିଗ୍ରୀ ରେକର୍ଡ ହୋଇଛି । ତେବେ ଆସନ୍ତା ୫ ରୁ ୬ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ ।

    Related News

    Follow Us