Search
Close this search box.

ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ମର୍ଯ୍ୟାଦା ପୁରୁଷ ଶ୍ରୀରାମ ଚନ୍ଦ୍ରଙ୍କର ପ୍ରଥମ ଓ ଭବ୍ୟ ପ୍ରତିମୂର୍ତି

0
SHARES
8
VIEWS

ରାମମନ୍ଦିରରେ ବିରାଜମାନ ରାମଲାଲା। ଶ୍ୟାମଳ ରଙ୍ଗର ପ୍ରସ୍ତରରେ ନିର୍ମିତ ହୋଇଛି ରାମଲାଲାଙ୍କ ଏହି ଅଦ୍ଭୁତ ପ୍ରତିମୂର୍ତି । ୧୪୦ କୋଟି ଭାରତୀୟଙ୍କ ଭିତରେ ଏକ ଅଭୁଦପୂର୍ବ ଭକ୍ତି ଜାଗରଣ ହୋଇଛି । ଆସନ୍ତା ୨୨ ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ରାମ ମନ୍ଦିର ଗର୍ଭଗୃହରେ ବିରାଜମାନ ହୋଇଛନ୍ତି ରାମଲଲା । ଗର୍ଭଗୃହରୁ ୫୧ ଇଂଚର ଶ୍ୟାମଳ ମୂର୍ତି । ୪ ଘଂଟା କାଳ ପୂଜାପାଠ ପରେ ବିଗ୍ରହଙ୍କୁ ସ୍ଥାପନା କରାଯାଇଛି । ଆସନ୍ତାକାଲି ୮୧ କଳସ ଜଳଦ୍ୱାରା ଗର୍ଭଗୃହକୁ ଶୁଦ୍ଧିକରଣ କରାଯିବ । ୨୧ ତାରିଖରେ ୧୨୫ କଳସ ଜଳରେ ରାମଲଲାଙ୍କୁ ସ୍ନାନ କରାଯିବା ସହ ସ୍ୱତନ୍ତ୍ର ପୂଜା କରାଯିବ । ରାମଲଲାଙ୍କ ମୂର୍ତି ପ୍ରାଣପ୍ରତିଷ୍ଠାର ବିଧିବଦ୍ଧ କର୍ମକାଣ୍ଡ ଗୁରୁବାର ଗଣେଶ ପୂଜନରୁ ଆରମ୍ଭ ହୋଇଛି, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ

    Related News

    Follow Us