କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ORHDC ଦୁର୍ନୀତି ମାମଲାରେ ଜାମିନ ଦେଲେ ସୁପ୍ରିମକୋର୍ଟ, ମୋକିମଙ୍କ ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ, ହାଇକୋର୍ଟ ରାୟକୁ ଚ୍ୟାଲେଞ୍ଜ୍ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ, ତେବେ ନିର୍ବାଚନ ଲଢ଼ିପାରିବେନି ମହମ୍ମଦ ମୋକିମ, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ