ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତି ନେଲେ ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର।
-‘କାଲି ସକାଳେ ମନ୍ତ୍ରିପରିଷଦଙ୍କ ଉପସ୍ଥିତିରେ ଶ୍ରୀମନ୍ଦିର ୪ ଦ୍ବାର ଖୋଲିବ’