-ପ୍ରତି ପଞ୍ଚାୟତରେ ହେବ ମଡେଲ ପ୍ରାଥମିକ ବିଦ୍ୟାଳୟ
-ଓଟିଭିକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଏକ୍ସକ୍ଲୁସିଭ୍ ସୂଚନା
-ପ୍ରାଥମିକ ସ୍କୁଲକୁ ସୁଦୃଢ଼ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି
-ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ମଡେଲ ସ୍କୁଲ ହେବ
-ନାଁ ରହିବ- ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ
-ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଏମିତି ୫ଶହ ସ୍କୁଲ ବିକଶିତ କରାଯିବ
-ପରବର୍ତ୍ତୀ ପର୍ଯ୍ୟାୟରେ ସବୁ ପଞ୍ଚାତୟରେ ଏମିତି ସ୍କୁଲ ହେବ
-ଏନେଇ ବଜେଟରେ ବ୍ୟବସ୍ଥା ହୋଇଥିବା କହିଲେ ମୁଖ୍ୟମନ୍ତ୍ରୀ