ଲୋକସଭା ଭବନରେ ଆୟୋଜିତ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍ଘାଟନୀ ସମାରୋହରେ ଯୋଗଦେଲି । ଧାଡ଼ିର ଶେଷରେ ଥିବା ଲୋକଙ୍କ ପାଖରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ଗୁଡ଼ିକ ପହଞ୍ଚାଇବା ପାଇଁ ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ। ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ବ। ଏହି ସମ୍ମିଳନୀରେ ଲୋକଙ୍କ ସମସ୍ୟା ପ୍ରତି ଆମ ସରକାର ପ୍ରସ୍ତୁତ କରିଥିବା ରୋଡ଼ମ୍ୟାପ ନେଇ ସବୁ ଜିଲ୍ଲାପାଳଙ୍କ ସହିତ ଆଲୋଚନା କଲି, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ