କୃଷି ଭବନରେ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଚାଷୀଙ୍କ ଆୟ ଦୁଇ ଗୁଣା କରିବାକୁ ସମୃଦ୍ଧ କୃଷକ ନୀତି ଅଣାଯିବ
ଉତ୍ପାଦନଠୁ ମାର୍କେଟିଂ ଯାଏଁ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ |କୃଷି ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପସ୍ଥିତ ଅଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କେଭି ସିଂଦେଓ । ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ କୃଷି ଭବନ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।