Search
Close this search box.

ଉପଜିଲ୍ଲାପାଳ କାର୍ଯ୍ୟାଳୟ ର ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ

0
SHARES
4
VIEWS

ବ୍ରହ୍ମପୁର,୨୬/୧୨/୨୦୨୩:
ଆଜି ଗଞ୍ଜାମ ଜିଲ୍ଲା ପ୍ରଶାସନ ତରଫରୁ ବ୍ରହ୍ମପୁର
ଉପଜିଲ୍ଲାପାଳ କାର୍ଯ୍ୟାଳୟ ର ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ହୋଇଛି । ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
ଅଭିଯୋଗ ଶୁଣାଣି ଶିବିରରେ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ଶ୍ରବଣ ବିବେକ
ଏମ,ବ୍ରହ୍ମପୁର କମିଶନର ସୋନାଲ ଜେନା, ବ୍ରହ୍ମପୁର ଉପଜିଲ୍ଲାପାଳ ଆଶୁତୋଷ
କୁଲକର୍ଣି ଯୋଗଦାନ କରି ଅଭିଯୋଗ ଶୁଣାଣି କରିଥିଲେ । ଆଜି ମୋଟ ୪୬ଟି
ଅଭିଯୋଗ ଆସିଥିଲା ସେଥ୍ ମଧ୍ୟରୁ ୪୧ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ
୫ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା ଓ ୩ଟି ଅଭିଯୋଗ
ତୁରନ୍ତ ସମାଧାନ ହୋଇଥିଲା । ଜିଲ୍ଲାପାଳ ଶ୍ରୀ ପରିଡ଼ା ରେଡ଼କ୍ରସ ଫଣ୍ଡରୁ ୨ ଜଣଙ୍କୁ
୨୦ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶିବିରରେ
ବ୍ରହ୍ମପୁର ଉପଖଣ୍ଡ ର ସମସ୍ତ ତହସିଲଦାର, ବିଡ଼ିଓ ଓ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ
ଅଧିକାରୀ ଉପସ୍ଥିତ ରହି ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ ।ଜିଲ୍ଲାପାଳ
ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ
ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

    Related News

    Follow Us