ଭରତପୁର ଥାନାରେ ମହିଳାଙ୍କୁ ନିର୍ଯାତନା ଘଟଣାରେ ଓଡ଼ିଶା ସାରା ଦେଶରେ ଲଜ୍ଜିତ ହୋଇଛି। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ଦଳ ଆସନ୍ତା ୨୪ ତାରିଖରେ ଭୁବନେଶ୍ୱରରେ ୬ ଘଣ୍ଟିଆ ବନ୍ଦ ଡାକରା ଦେଇଛି।
ସରକାର ଘଟଣାକୁ ଚପାଇ ଦେବା ପାଇଁ ଯଥାସାଧ୍ୟ ଚେଷ୍ଟା କରୁଛନ୍ତି।
ହରତାଳ ସମୟରେ ସମସ୍ତ ଜରୁରୀକାଳୀନ ସେବା ଜାରି ରହିବ ବୋଲି ଦଳର ପ୍ରମୁଖ ନେତା ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ