Search
Close this search box.

ସଂରକ୍ଷଣ ବଚାଓ କମିଟି ପକ୍ଷରୁ ଭାରତ ବନ୍ଦ ଡାକରା

0
SHARES
4
VIEWS

ସଂଘର୍ଷ ଟିଭି –ସଂରକ୍ଷଣ ବଚାଓ କମିଟି ପକ୍ଷରୁ ଭାରତ ବନ୍ଦ ଡାକରାରେ ବିଶେଷ କରି ପରିବହନ ବ୍ୟବସ୍ଥା ବାଧାପ୍ରାପ୍ତ ହେବାର ଆଶଙ୍କା ରହିଛି। ରାସ୍ତା ଘାଟରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ପିକେଟିଂ କାରଣରୁ ଗାଡ଼ି ମୋଟର ଚଳାଚଳ ଉପରେ ଏହାର ପ୍ରଭାବ ପଡ଼ିବ। ତେବେ ଏହି ବନ୍ଦ ସମୟରେ ହସ୍ପିଟାଲ, ଆମ୍ବୁଲାନ୍ସ ସେବା, ସରକାରୀ ସେବା ଗୁଡ଼ିକ ଜାରି ରହିବ। ସରକାରୀ ସହ ଘରୋଇ ସଂସ୍ଥା, ବ୍ୟାଙ୍କ, ସ୍କୁଲ, କଲେଜ, ପେଟ୍ରୋଲ ପମ୍ପ ଖୋଲା ରହିପାରେ । ଅନଲାଇନ୍ ବ୍ୟାଙ୍କିଙ୍ଗ୍ ସେବା ଏବଂ ଏଟିଏମ୍ ଗୁଡ଼ିକ ଖୋଲା ରହିବ*

କଣ ଖୋଲା, କଣ ତାଲା?

ଭାରତ ବନ୍ଦ ଡାକରାରେ ପ୍ରଭାବିତ ହେବ ସାଧାରଣ ପରିବହନ ବ୍ୟବସ୍ଥା
ବିକ୍ଷୋଭ ପ୍ରଦର୍ଶନ ଏବଂ ପିକେଟିଂ କାରଣରୁ ଗାଡ଼ି ମୋଟର ଚଳାଚଳ ପ୍ରଭାବିତ ହେବ
ବନ୍ଦ ଡାକରାରୁ ବାଦ ଜରୁରୀକାଳୀନ ସେବା
ହସ୍ପିଟାଲ, ଆମ୍ବୁଲାନ୍ସ ସେବା, ସରକାରୀ ସେବା ଗୁଡ଼ିକ ଜାରି ରହିବ@
ବ୍ୟାଙ୍କ, ସ୍କୁଲ, କଲେଜ, ପେଟ୍ରୋଲ ପମ୍ପ ଖୋଲା ରହିପାରେ
*ଅନଲାଇନ୍ ବ୍ୟାଙ୍କିଙ୍ଗ୍ ସେବା ଏବଂ ଏଟିଏମ୍ ଗୁଡ଼ିକ ଖୋଲା ରହିବ, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ

    Related News

    Follow Us