ଆସନ୍ତାକାଲିର ଡାକ୍ତର ଆନ୍ଦୋଳନକୁ ନେଇ DMETଙ୍କ ପ୍ରତିକ୍ରିୟା
-ସରକାରୀ ଚାକିରିରେ ଥିବା ଡାକ୍ତର ଆନ୍ଦୋଳନ କରିବେନି
-‘ମେଡିକାଲ କଲେଜର ଜୁନିୟର ଡାକ୍ତର ଓ ହାଉସ ସର୍ଜନ ଆନ୍ଦୋଳନ କରିବେ’
-‘କେତେଦିନ ସେମାନେ ଆନ୍ଦୋଳନ କରିବେ ତାହା ସ୍ପଷ୍ଟ କରିନାହାନ୍ତି’
-‘ଜରୁରିକାଳୀନ କାମ ସମସ୍ତେ କରିବେ , ସେବା ନିଶ୍ଚିତ ପ୍ରଭାବିତ ହେବ’
-‘ସିନିୟର ଡାକ୍ତର ଉଭୟ ଆଉଟଡୋର ଓ ଇନଡୋର ସେବା କରିବେ’
-‘ବର୍ତ୍ତମାନ ESMA ଲାଗୁ ନେଇ କୌଣସି ନିଷ୍ପତ୍ତି ହୋଇନି’!.