ସଡ଼କ ସୁରକ୍ଷା ନିୟମ କଡ଼ାକଡ଼ି ପାଳିବାକୁ ପରିବହନ ମନ୍ତ୍ରୀଙ୍କ ନିର୍ଦ୍ଦେଶ
- ବିନା ଫିଟନେସ୍ରେ ଚାଲୁଥିବା ଗାଡ଼ି ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
- ଏଣିକି ଜରିମାନା ସହ ବେଆଇନ୍ ଗାଡ଼ିକୁ ଅଟକ ରଖିବାକୁ ନିଷ୍ପତ୍ତି
- ଫିଟନେସ୍ ଓ ପଞ୍ଜୀକରଣ ବୈଧତା ସରିଥିବା ଗାଡ଼ିର ତାଲିକା ହେବ
- ଶିକ୍ଷାନୁଷ୍ଠାନ କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ବିରୋଧରେ ମାମଲା ରୁଜୁ ହେବଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ