ଏଣିକି ଓମ୍ଫେଡ୍ ଘିଅରେ ପ୍ରଭୁ ଲିଙ୍ଗରାଜଙ୍କ କୋଠଭୋଗ । କେବଳ ଏତିକି ନୁହେଁ, ପାନ, ଗୁଟଖା ସେବନକାରୀ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ନାହିଁ । ଏହି ସହ ପଲିଥିନ୍ ଓ ପ୍ଲାଷ୍ଟିକ୍ ଭିତରକୁ ନେଇ ପାରିବେ ନାହିଁ ଶ୍ରଦ୍ଧାଳୁ । ନୂଆ ବର୍ଷର ପ୍ରଥମ ଦିନରୁ ଏହି ନିୟମ କଡାକଡି ହେବ, ଭୁବନେଶ୍ୱର ରୁ ଶିବ କେତନ ମହାନ୍ତି ଙ୍କ ରିପୋର୍ଟ