Search
Close this search box.

ମା’ ଭଗବତୀଙ୍କ ଦର୍ଶନ କଲେ ଓଡିଶା ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି

0
SHARES
6
VIEWS

ମା’ ଭଗବତୀଙ୍କ ଦର୍ଶନ କଲେ ଓଡିଶା ଉଚ୍ଚ ନ୍ୟାୟାଳୟ ମୁଖ୍ୟ ବିଚାରପତି

ଦେବ ମନ୍ଦିର ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଥିଲେ। ଏହି ଅବସରରେ ତାଙ୍କୁ ମନ୍ଦିର କମିଟି ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।

ମୁଖ୍ୟ ବିଚାରପତିଙ୍କ ଗସ୍ତ ସମୟରେ ବାଣପୁର ସହକାରୀ ଦୌରା ଜଜ ମନୋରଞ୍ଜନ ମିଶ୍ର, ଜେଏମଏଫସି ସ୍ନାତକୀ ଦାସ, ତହସିଲଦାର ଟି. ପଦ୍ମନାଭ ଦୋରା, ବାଣପୁର ଓକିଲ ସଂଘ ସଭାପତି ବୃନ୍ଦାବନ ପ୍ରଧାନ, ସମ୍ପାଦକ ସୁଧୀର ପ୍ରଧାନ, କାର୍ଯ୍ୟକାରିଣୀ ସଦସ୍ୟ ଦେବବ୍ରତ ବଡ଼ଜେନା, ପ୍ରଶାନ୍ତ ମହାନ୍ତି, ଆଇନଜୀବୀ ରଞ୍ଜନ କୁମାର ବେଦମତା, ସୁନୀଲ ମହାପାତ୍ର, ଜଗଦୀଶ ପଟ୍ଟନାୟକ, ସଚିତ ମିଶ୍ର, ରମେଶ ବିଷୋୟୀ, ସନ୍ତୋଷ ପାତ୍ର, ସୀତାରାମ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

ବାଣପୁର ଆଇଆଇସି ରମେଶ ଚନ୍ଦ୍ର ଦେବତା ସୁରକ୍ଷା ବ୍ୟବସ୍ଥା ତଦାରଖ କରିଥିଲେ।

    Related News

    Follow Us