Search
Close this search box.

ଗଂଜାମ ଜିଲ୍ଲା ଆସିକା ବରଗାଁ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ

0
SHARES
7
VIEWS

l

ଗଂଜାମ ଜିଲ୍ଲା ଆସିକା ବରଗାଁ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ l ପୂର୍ବରୁ ଗ୍ରାମାଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଗ୍ରାମୀଣ ଓଡ଼ିଶାର ରୂପାନ୍ତରଣ ଯାତ୍ରାକୁ ଆଗକୁ ନେବା ସହ ଗ୍ରାମାଞ୍ଚଳର ଭିତ୍ତିଭୂମିକୁ ସୁଦୃଢ କରିବା ମୂଳ ଲକ୍ଷ ରହିଥିଲା l ତେବେ ବର୍ତ୍ତମାନ ଗ୍ରାମାଞ୍ଚଳର ବିକାଶକୁ ତ୍ବରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କପକ୍ଷରୁ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ୬୭୯୪ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଆୟୋଜନ କରାଯିବା ସହିତ ଗ୍ରାମାଞ୍ଚଳର ସର୍ବାଙ୍ଗୀନ ବିକାଶ ପାଇଁ ପଞ୍ଚାୟତ ସ୍ତରରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ, ସାଂସ୍କୃତିକ ଭିତ୍ତିଭୂମିର ବିକାଶ, ବିଭିନ୍ନ ଗୋଷ୍ଠୀଭିଭିକ ଆବଶ୍ୟକୀୟ ପ୍ରକଳ୍ପ, ମିଶନଶକ୍ତି ଗୃହ, ଡିଜିଟାଲ ସେବା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମିର ବିକାଶ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ଯୋଜନା ପ୍ରସ୍ତତ କରି ବିଭିନ୍ନ ପଦକ୍ଷଯ ନିଆ ଯାଉଛି l ଏହି ସମସ୍ତ ସେବା କୁ ଲୋକ ମାନଙ୍କ ପାଖରେ ପହଞ୍ଚାଇବା ସହ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ମାଧ୍ୟମରେ ଲୋକ ମାନଙ୍କୁ ସଚେତନତା କରାଯାଇଛି l ତେବେ ଏହି ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମ ଜାନୁଆରୀ ୧୮ ରୁ ଆରମ୍ଭ ହୋଇ ଫେବୁୟାରୀ ୭ ପର୍ଯ୍ୟନ୍ତ ପ୍ରତ୍ୟେକ ପଞ୍ଚାୟତରେ ଅନୁଷ୍ଠିତ ହେବ l ତେବେ ଆଜିର ଏହି ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ ପ୍ରମିଳା ବିଷୋୟୀ, ମାନ୍ୟବର ଆସିକା ବିଧାୟିକା ମଞ୍ଜୁଳା ସ୍ୱାଇଁ, ପଞ୍ଚାୟତ ସମିତି ଅଧ୍ୟକ୍ଷା ତ୍ରିବେଣୀ ନାହାକ, ଶିବ ନାହାକ, ଆସିକା ବ୍ଲକ ଗୋଷ୍ଟି ଉନ୍ନୟନ ଅଧିକାରୀ ଫକୀର ଚରଣ ପରିଡ଼ା, ଗୋଷ୍ଠୀ ଶିକ୍ଷା ଅଧିକାରୀ ମୁନ୍ ରାଣୀ ମହାନ୍ତି ,ପଞ୍ଚାୟତ ସମିତି ଉପାଧ୍ୟକ୍ଷା ରେଶମା ଦୋରା , ମେଡିକାଲ ଅଧିକାରୀ ଅକ୍ଷୟ କୁମାର ପାଣିଗ୍ରାହୀ,TPSODL ଏସ. ଡି.ଓ ଜିତେନ୍ଦ୍ର ସିଂ, ଏବିଓ ବିଭୁ ନନ୍ଦନ ପଣ୍ଡା ଙ୍କ ସହ ସମସ୍ତ ସରପଞ୍ଚ,ସମିତି ସଭ୍ୟ ଓ SHG ମହିଳା ମାନେ ଯୋଗ ଦେଇଥିଲେ I

    Related News

    Follow Us