Search
Close this search box.

ବାବନପୁର ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଜନସଚେତନତା ଶିବିର

0
SHARES
3
VIEWS

ଆସିକା ୧୨/୦୨ -ଆସିକା ବ୍ଲକ ବାବନପୁର ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା ପକ୍ଷରୁ ପଞ୍ଚାୟତ ସ୍ତରୀୟ ଜନସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମ ବାବନପୁର ସରପଞ୍ଚ ସଞ୍ଜୟ କୁମାର ନାହାକ ଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା ବେଳେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ସୌଦାମିନୀ ନାହାକ ପ୍ରଦୀପ ପ୍ରଜ୍ବଳନ କରି ସଭା ଆରମ୍ଭ କରିଥିଲେ ଅନ୍ୟ ସମ୍ମାନିତ ଅତିଥିଭାବେ ୨ ନମ୍ବର ଜିଲ୍ଲା ପରିଷଦ ସଭ୍ୟା ଅନିମା ପରିଡ଼ା, ଅନିଲ କୁମାର ନାହାକ ପ୍ରମୁଖ ଉପସ୍ଥିତ ଥିଲେ I ଏହି ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ମାଧ୍ୟମରେ ଗାଁ ଗାଁ ରେ କିଭଳି ଜଗନ୍ନାଥ ସଂସ୍କୃତି ର ସଂରକ୍ଷଣ, ଧାର୍ମିକ ସ୍ଥଳୀ ଗୁଡିକର ରୂପାନ୍ତିକରଣ ମହିଳା ସଂସକ୍ତିକରଣ ଓ ଭିତିଭୂମିର ବିକାଶ, ବ୍ୟାଙ୍କିଙ୍ଗ ଭିତିଭୂମିର ବିକାଶ, ପ୍ରାଥମିକ ବିଦ୍ୟାଳୟ ର ରୂପାନ୍ତିକରଣ ହୋଇଛି ସେ ଉପରେ ଲୋକ ମାନଙ୍କୁ ଜନ ସଚେତନତା କରାଯାଇଥିଲା l ତେବେ ବାବନପୁର ପଞ୍ଚାୟତର ବିକାଶ ପାଇଁ ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ୧୦ ଟି ପ୍ରକଳ୍ପକୁ ୫୦ ଲକ୍ଷ ଟଙ୍କାର ଅନୁଦାନ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୯୫୮ ପରିବାରକୁ ଅନ୍ତର୍ଭୁକ୍ତ କରାଯିବା ସହ ମୁଖ୍ୟ ମନ୍ତ୍ରୀ ସ୍ବତନ୍ତ୍ର ସହାୟତା ଯୋଜନା ମାଧ୍ୟମରେ ୩ଟି ପ୍ରକଳ୍ପ ପାଇଁ ୧୨ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରାଯାଇଛି, ସେହିପରି କାଳିଆ ଯୋଜନାରେ ୫୫୩ପରିବାରକୁ ଅନ୍ତର୍ଭୁକ୍ତ କରାଯାଇଥିବା ବେଳେ, ୫୦୬ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଭତ୍ତା ପ୍ରଦାନ କରାଯାଇଛି l ମିଶନ ଶକ୍ତି ମଧ୍ୟାମରେ ମିଶନ ଶକ୍ତି ଗୋଷ୍ଟିକୁ ବିନା ସୁଧରେ ୧ କୋଟି ୯୮ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯିବା ବେଳେ ୯୫୮ ପରିବାରକୁ ରାସନ୍ କାର୍ଡ ପ୍ରଦାନ କରାଯାଇଛି ତାହା ସହ ମମତା ଯୋଜନା ମାଧ୍ୟମରେ ୨୩୫ ଗର୍ଭବତୀ ମହିଳାଙ୍କୁ ସହାୟତ ପ୍ରଦାନ କରାଯାଇଛି l ପଞ୍ଚାୟତକୁ ଆମ ବ୍ୟାଙ୍କ ଦ୍ବାରା ଆର୍ଥିକ ଅନ୍ତର୍ଭୁକ୍ତିକରଣ, ଗ୍ରାମ ପଞ୍ଚାୟତକୁ ଲକ୍ଷ୍ମୀ ବସ ସେବା ପ୍ରଦାନ କରାଥିବା ପଞ୍ଚାୟତର ବିକାଶ ମୂଳକ ପୁସ୍ତକରେ ସ୍ଥାନ ଦିଆ ଯାଇଛି l ତେବେ ଏହି କାର୍ଯ୍ୟକ୍ରମରେ ସମସ୍ତ ସ୍ୱୟଂ ସହାୟକ ଦଳ, ଏମ ବି କେ, ସିଆରପି,ବ୍ୟାଙ୍କ ମିତ୍ର, ଅଙ୍ଗନବାଡି ବାଡ଼ି କର୍ମୀ ଙ୍କସହ ଲାଇନ ଡିପାର୍ଟମେଣ୍ଟ ସହ ବହୁ ସ୍ବେଛାସେବୀ ଯୋଗ ଦେଇଛନ୍ତି

    Related News

    Follow Us